ସେହି ସେଟ୍ ଚୟନ କରନ୍ତୁ ଯେଉଁଥିରେ ସଂଖ୍ୟାଗୁଡିକ ନିମ୍ନଲିଖିତ ସେଟ୍ ର ସଂଖ୍ୟା ଗୁଡିକ ପରି ସମାନ ଭାବରେ ସମ୍ବନ୍ଧିତ ଅଟେ ।

(ଟିପ୍ପଣୀ: ସଂଖ୍ୟାଗୁଡ଼ିକୁ ତା'ର ସାଂଗଠନିକ ଅଙ୍କରେ ବିଭକ୍ତ ନକରି ପୂର୍ଣ୍ଣ ସଂଖ୍ୟା ଉପରେ ଅପରେସନ୍ କରାଯିବା ଉଚିତ୍ । ଉଦାହରଣ ସ୍ୱରୂପ 13 - 13 ରେ ଅପରେସନ ଯଥା ଯୋଗ/ବିୟୋଗ/ଗୁଣନ କରିବା ଇତ୍ୟାଦି କରାଯାଇପାରିବ । 13 କୁ 1 ଓ 3 ରେ ବିଭକ୍ତ କରି 1 ଓ 3 ରେ ଗାଣିତିକ ଅପରେସନ୍ କରିବାକୁ ଅନୁମତି ଦିଆଯାଇନାହିଁ)

(40, 10, 150)

(65, 35, 150) 

1
(75, 40, 225)
2
(30, 12, 120)
3
(55, 10, 225)
4
(70, 30, 270)

Sponsored

hivanix.in

Visit

This quiz is brought to you by hivanix.in

🌐 Web App Development

Quick Navigation