‘ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ ମେରିଡିଆନ୍’ ନିମ୍ନଲିଖିତ ରାଜ୍ୟଗୁଡ଼ିକ ମଧ୍ୟରୁ କେଉଁଟି ଦେଇ ଗତି କରେ?
1
ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ
2
ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ଓଡିଶା ଏବଂ ପଶ୍ଚିମବଙ୍ଗ
3
ଉତ୍ତରପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଗୁଜୁରାଟ ଏବଂ ମଧ୍ୟପ୍ରଦେଶ
4
ତାମିଲନାଡୁ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ଓଡିଶା ଏବଂ ପଶ୍ଚିମବଙ୍ଗ