ସଂଖ୍ୟାର ଭିନ୍ନ ଗୋଷ୍ଠୀ ଚୟନ କରନ୍ତୁ । (ଟିପ୍ପଣୀ: ସଂଖ୍ୟାଗୁଡ଼ିକୁ ତା'ର ସାଂଗଠନିକ ଅଙ୍କରେ ବିଭକ୍ତ ନକରି ପୂର୍ଣ୍ଣ ସଂଖ୍ୟା ଉପରେ ଅପରେସନ୍ କରାଯିବା ଉଚିତ୍ । ଉଦାହରଣ ସ୍ୱରୂପ 13 - 13 ରେ ଅପରେସନ ଯଥା ଯୋଗ/ବିୟୋଗ/ଗୁଣନ କରିବା ଇତ୍ୟାଦି କରାଯାଇପାରିବ । 13 କୁ 1 ଓ 3 ରେ ବିଭକ୍ତ କରି 1 ଓ 3 ରେ ଗାଣିତିକ ଅପରେସନ୍ କରିବାକୁ ଅନୁମତି ଦିଆଯାଇନାହିଁ)

1
(18 –28 –48 )
2
(17 –27 –47 )
3
(15 –25 –49 )
4
(13 –23 –43 )

Sponsored

hivanix.in

Visit

This quiz is brought to you by hivanix.in

🌐 Web App Development

Quick Navigation